Online Bible

- Reklamy -




2 ରାଜାବଳୀ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ହସାୟେଲ ପଚାରିଲା, ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି? ସେ ଉତ୍ତର କଲେ, କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ଼୍‍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।

Viz kapitola kopírovat

ଓଡିଆ ବାଇବେଲ

12 ତହିଁରେ ହସାୟେଲ ପଚାରିଲା, “ମୋ’ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି ?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”

Viz kapitola kopírovat

ପବିତ୍ର ବାଇବଲ

12 ତହୁଁ ହସାୟେଲ ପଗ୍ଭରିଲେ, “ହେ ମୋର ମହାଶୟ, କାହିଁକି ରୋଦନ କଲେ?” ଇଲୀଶାୟ ଉତ୍ତର କଲେ, “ତୁମ୍ଭେ ଇସ୍ରାଏଲୀୟଙ୍କ ସନ୍ତାନଗଣଙ୍କ ପାଇଁ ଅନିଷ୍ଟର କାରଣ କରିବାକୁ ଯାଉଛ, ଏହା ମୁଁ ଜାଣେ। ମୁଁ ଏହି ନିମନ୍ତେ ରୋଦନ କରୁଛି, କାରଣ ତୁମ୍ଭେ ସେମାନଙ୍କର ସୁଦୃଢ଼ ନଗରଗୁଡ଼ିକୁ ଅଗ୍ନିରେ ଦ‌ଗ୍‌ଧିଭୂତ କରିବ, ସେମାନଙ୍କର ଯୁବକମାନଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କରିବ, ସେମାନଙ୍କର ଶିଶୁସନ୍ତାନକୁ ଭୂମିରେ କଗ୍ଭଡ଼ି ମାରିବ ଓ ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”

Viz kapitola kopírovat




2 ରାଜାବଳୀ 8:12

Následuj nás:

Reklamy


Reklamy