2 ରାଜାବଳୀ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍ନା ନଗର ମଧ୍ୟ ବିଦ୍ରୋହୀ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେସମୟରେ ଲିବ୍ନା ମଧ୍ୟ ବିଦ୍ରୋହୀ ହେଲା। Viz kapitolaଓଡିଆ ବାଇବେଲ22 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍ନା ନଗର ମଧ୍ୟ ବିଦ୍ରୋହୀ ହେଲା। Viz kapitolaପବିତ୍ର ବାଇବଲ22 ତେଣୁ ଇଦୋମୀୟ ଲୋକମାନେ ଯିହୁଦା ବିରୁଦ୍ଧରେ ବିଦ୍ରୋହ କଲେ। ସେମାନେ ଆଜି ପର୍ଯ୍ୟନ୍ତ ଯିହୁଦାର ରାଜତ୍ୱରୁ ମୁକ୍ତ ଅଛନ୍ତି। ଠିକ୍ ସେହି ସମୟରେ ଲିବ୍ନା ମଧ୍ୟ ଯିହୁଦାର ନିୟମ ଭଙ୍ଗ କଲ। Viz kapitola |