Online Bible

- Reklamy -




2 ରାଜାବଳୀ 8:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଇସ୍ରାଏଲ-ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ।

Viz kapitola kopírovat

ଓଡିଆ ବାଇବେଲ

25 ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।

Viz kapitola kopírovat

ପବିତ୍ର ବାଇବଲ

25 ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲ ଭୂଖଣ୍ତର ରାଜା ଦ୍ୱାଦଶ ବର୍ଷରେ ଯିହୋରାମଙ୍କ ପୁତ୍ର ଅହସିୟ ଯିହୁଦାର ରାଜା ହେଲେ।

Viz kapitola kopírovat




2 ରାଜାବଳୀ 8:25

Následuj nás:

Reklamy


Reklamy