2 ରାଜାବଳୀ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ଵରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ଵାଦ ଦିଆଗଲା। Viz kapitolaଓଡିଆ ବାଇବେଲ7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା। Viz kapitolaପବିତ୍ର ବାଇବଲ7 ଇଲୀଶାୟ ଦମ୍ମେଶକରେ ପହଞ୍ଚିଲେ। ଏହି ସମୟରେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲେ। ଜଣେ ଲୋକ ବିନ୍ହଦଦଙ୍କୁ କହିଲା, “ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” Viz kapitola |