2 ରାଜାବଳୀ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରିଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିରେ ପ୍ରହରୀ ଜଣାଇ କହିଲା, ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରି ଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନ ପରି; କାରଣ ସେ ଅତି ପ୍ରଚଣ୍ତ ବେଗରେ ଚଳାଏ। Viz kapitolaଓଡିଆ ବାଇବେଲ20 ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରି ଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।” Viz kapitolaପବିତ୍ର ବାଇବଲ20 ପ୍ରହରୀ ଯୋରାମଙ୍କୁ କହିଲା, “ଦ୍ୱିତୀୟ ଦୂତ ସେହି ଦଳ ନିକଟକୁ ଗଲେ କିନ୍ତୁ ଏପର୍ଯ୍ୟନ୍ତ ଫେରିଲେ ନାହିଁ। କିନ୍ତୁ ମୁଁ ଦେଖେ ଜଣେ ଲୋକ ଯେହୂ ପରି ନିମ୍ଶିର ନାତି ଗୋଟିଏ ରଥରେ ଦୂତଗୁଡ଼ିକୁ ଚଲାଉଛନ୍ତି। ସେ ପାଗଳ ମନୁଷ୍ୟ ପରି ଅତି ପ୍ରଚଣ୍ତ ବେଗରେ ରଥ ଚଲାଉଛନ୍ତି।” Viz kapitola |