Online Bible

- Reklamy -




2 ରାଜାବଳୀ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ଯୋରାମ୍‍ କହିଲେ, “ରଥ ପ୍ରସ୍ତୁତ କର।” ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ। ପୁଣି ଇସ୍ରାଏଲର ରାଜା ଯୋରାମ୍‍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତେବେ ଯୋରାମ୍ କହିଲେ, ରଥ ପ୍ରସ୍ତୁତ କର। ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ। ପୁଣି ଇସ୍ରାଏଲର ରାଜା ଯୋରାମ୍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ।

Viz kapitola kopírovat

ଓଡିଆ ବାଇବେଲ

21 ତେବେ ଯୋରାମ୍‍ କହିଲେ, “ରଥ ପ୍ରସ୍ତୁତ କର।” ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ। ପୁଣି ଇସ୍ରାଏଲର ରାଜା ଯୋରାମ୍‍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ

21 ଏଥିରେ ଯୋରାମ କହିଲେ, “ମୋର ରଥ ପ୍ରସ୍ତୁତ କର।” ତେଣୁ ତାଙ୍କର ଦାସମାନେ ରଥ ପ୍ରସ୍ତୁତ କଲେ। ଉଭୟେ ଇସ୍ରାଏଲର ରାଜା ଯୋରାମ ଓ ଯିହୁଦାର ରାଜା ଅହସିୟ ଆପଣା ଆପଣା ରଥରେ ବସି ଯେହୂଙ୍କୁ ସାକ୍ଷାତ କରିବାକୁ ଗଲେ। ସେମାନେ ତାଙ୍କୁ ଯିଷ୍ରିୟେଲୀୟ ନାବୋତ ଭୂମିରେ ଭେଟିଲେ।

Viz kapitola kopírovat




2 ରାଜାବଳୀ 9:21

Následuj nás:

Reklamy


Reklamy