2 ରାଜାବଳୀ 9:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି। ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ। Viz kapitolaଓଡିଆ ବାଇବେଲ26 ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।” Viz kapitolaପବିତ୍ର ବାଇବଲ26 ସଦାପ୍ରଭୁ କହିଥିଲେ, ‘ଆମ୍ଭେ ଗତକାଲି ନାବୋତର ରକ୍ତ ଓ ତା'ର ପୁତ୍ରମାନଙ୍କ ରକ୍ତ ଦେଖିଲୁ। ତେଣୁ ମୁଁ ଆହାବକୁ ଏହି ଭୂମିରେ ପ୍ରତିଫଳ ଦେବି।’ ସଦାପ୍ରଭୁ ଏହା କହିଥିଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯୋରାମଙ୍କୁ ନେଇ ସେହି କ୍ଷେତ୍ର ଭୁମିରେ ପକାଅ।” Viz kapitola |