Online Bible

- Reklamy -




2 ରାଜାବଳୀ 9:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।

Viz kapitola kopírovat

ଓଡିଆ ବାଇବେଲ

28 ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।

Viz kapitola kopírovat

ପବିତ୍ର ବାଇବଲ

28 ଅହସିୟଙ୍କ ଦାସମାନେ ତାଙ୍କ ମୃତ ଶରୀରକୁ ରଥରେ ଯିରୁଶାଲମକୁ ନେଇଗଲେ ଓ ଦାଉଦ ନଗରରେ ତାଙ୍କର ପୂର୍ବପୁରୁଷ ଲୋକଙ୍କ ସହିତ ତାଙ୍କ କବରରେ ତାଙ୍କୁ କବର ଦେଲେ।

Viz kapitola kopírovat




2 ରାଜାବଳୀ 9:28

Následuj nás:

Reklamy


Reklamy