Online Bible

- Reklamy -




2 ରାଜାବଳୀ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆହାବଙ୍କର ପୁତ୍ର ଯୋରାମ୍ଙ୍କର ଅଧିକାରର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

29 ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

29 ଆହାବଙ୍କ ପୁତ୍ର ଯୋରାମଙ୍କର ରାଜତ୍ୱର ଏକାଦଶ ବର୍ଷରେ ଅହସିୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କରିଥିଲେ।

Viz kapitola kopírovat




2 ରାଜାବଳୀ 9:29

Následuj nás:

Reklamy


Reklamy