Online Bible

- Reklamy -




2 ରାଜାବଳୀ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତୈଳ-ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ। ତହୁଁ ତୁମ୍ଭେ ଦ୍ଵାର ଫିଟାଇ ପଳାଇଯାଅ ଓ ବିଳମ୍ଵ ନ କର।

Viz kapitola kopírovat

ଓଡିଆ ବାଇବେଲ

3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”

Viz kapitola kopírovat

ପବିତ୍ର ବାଇବଲ

3 ଏହି ଛୋଟ ତୈଳ ଶିଶି ନେଇ ତାଙ୍କ ମସ୍ତକରେ ତୈଳ ଢାଳି କୁହ, ‘ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’ ତା'ପରେ ତୁମ୍ଭେ ଦ୍ୱାର ଫିଟାଇ ଦୌଡ଼ି ଯାଅ, ଆଉ ବିଳମ୍ବ କର ନାହିଁ।”

Viz kapitola kopírovat




2 ରାଜାବଳୀ 9:3

Následuj nás:

Reklamy


Reklamy