2 ରାଜାବଳୀ 9:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏଥିରେ ସେ କହିଲେ, ତାକୁ ତଳକୁ ପକାଇଦିଅ। ତହୁଁ ସେମାନେ ତାକୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ଵମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦତଳେ ଦଳିଲେ। Viz kapitolaଓଡିଆ ବାଇବେଲ33 ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ। Viz kapitolaପବିତ୍ର ବାଇବଲ33 ଯେହୂ ସେମାନଙ୍କୁ କହିଲେ, “ଇଷେବଲକୁ ତଳକୁ ପକାଇ ଦିଅ।” ତା'ପରେ ସେହି ନପୁଂସକମାନେ ଇଷେବଲକୁ ତଳକୁ ପକାଇ ଦେଲେ। କିଛି ରକ୍ତ ପ୍ରାଚୀର ଉପରେ ଓ କିଛି ଅଶ୍ୱ ଉପରେ ପଡ଼ିଲା। ଅଶ୍ୱଗୁଡ଼ିକ ଇଷେବଲଙ୍କୁ ଦଳି ଦେଲେ। Viz kapitola |