2 ରାଜାବଳୀ 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଏଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା। Viz kapitolaଓଡିଆ ବାଇବେଲ34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।” Viz kapitolaପବିତ୍ର ବାଇବଲ34 ଯେହୂ ଭିତରକୁ ଯାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, “ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ୟା।” Viz kapitola |