୨ ପିତର 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ଵୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି। Viz kapitolaଓଡିଆ ବାଇବେଲ14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)14 ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ସ୍ପଷ୍ଟ ସୂଚନା ପାଇଥିବା ଅନୁଯାୟୀ ଶୀଘ୍ର ଏହି ମରଶରୀର ତ୍ୟାଗ କରିବି ବୋଲି ମୁଁ ଜାଣେ। Viz kapitolaପବିତ୍ର ବାଇବଲ14 ମୁଁ ଜାଣେ ଯେ, ମୁଁ ଶୀଘ୍ର ମୋର ଶରୀର ତ୍ୟାଗ କରିବି। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ତାହା ଦେଖାଇଛନ୍ତି। Viz kapitola |