୨ ପିତର 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାଶୋରି ଯାଇଅଛି। Viz kapitolaଓଡିଆ ବାଇବେଲ9 ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି। Viz kapitolaପବିତ୍ର ବାଇବଲ9 ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା'ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି। Viz kapitola |