୨ ପିତର 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ, Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେମାନଙ୍କର ଚକ୍ଷୁ ବ୍ୟଭିଚାରରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷା; ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ, Viz kapitolaଓଡିଆ ବାଇବେଲ14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ, Viz kapitolaପବିତ୍ର ବାଇବଲ (CL) NT (BSI)14 ସେମାନେ ତୁମ୍ଭମାନଙ୍କର ଲଜ୍ଜା ଓ କଳଙ୍କ ସ୍ୱରୂପ। ସେମାନଙ୍କ ଚୁକ୍ଷୁ କାମୁକତାରେ ପୂର୍ଣ୍ଣ। ସେମାନଙ୍କର ପାପ-କ୍ଷୁଧା କେବେ ପୂର୍ଣ୍ଣ। ସେମାନଙ୍କର ଦୁର୍ବଳମନା ଲୋକମାନଙ୍କୁ ଫାନ୍ଦରେ ପକାନ୍ତି। ଲୋଭାସକ୍ତ ହେବାରେ ସେମାନେ ଅଭ୍ୟସ୍ତ। ସେମାନେ ଈଶ୍ୱରଙ୍କ ଅଭିଶାପର ପାତ୍ର। Viz kapitolaପବିତ୍ର ବାଇବଲ14 ପ୍ରତ୍ୟେକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସେମାନେ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହାନ୍ତି। ଏହିଭଳି ଭାବରେ ସେମାନେ ସବୁବେଳେ ପାପ କରୁଥା’ନ୍ତି। ସେମାନେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦରେ ପକାଇ ଦିଅନ୍ତି। ସେମାନଙ୍କ ହୃଦୟଗୁଡ଼ିକ ସ୍ୱାର୍ଥପରତାରେ ପରିପୂର୍ଣ୍ଣ। ସେମାନେ ଅଭିଶପ୍ତ। Viz kapitola |