୨ ପିତର 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି। Viz kapitolaଓଡିଆ ବାଇବେଲ4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ତୁମକୁ ପରିହାସ କରି ପଚାରିବେ, “ସେ ଆସିବେ ବୋଲି ପ୍ରତିଜ୍ଞା କରିଥିଲେ, ନୁହେଁ କି? ସେ ଏବେ କେଉଁଠାରେ? ଆମ ପିତୃପୁରୁଷମାନେ ମୃତ୍ୟଭୋଗ କଲେଣି କିନ୍ତୁ ସୃଷ୍ଟିର ଆରମ୍ଭରୁ ଯାହା ଯେପରି ଥିଲା, ବର୍ତ୍ତମାନ ମଧ୍ୟ ସବୁ ତ ସେହିପରି ଅଛି।” Viz kapitolaପବିତ୍ର ବାଇବଲ4 ସେମାନେ କହିବେ, “ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବେଳୁ ସେହିପରି ଭାବରେ ଗ୍ଭଲିଛି।” Viz kapitola |