୨ ପିତର 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ବିଳମ୍ଵ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ଵ କରନ୍ତି ନାହିଁ କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି, ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି। Viz kapitolaଓଡିଆ ବାଇବେଲ9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)9 ପ୍ରଭୁ ତାଙ୍କ ପ୍ରତିଜ୍ଞା ପୂରଣ କରିବପାକୁ ବିଳମ୍ବ କରନ୍ତି ନାର୍ହିଁ, ଯଦିଓ କେତେକ ଏହାକୁ ବିଳମ୍ବ ବୋଲି ମନେ କରନ୍ତି। ବରଂ ପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅତୀବ ସହନଶୀଳ। ସେ ଚାହାନ୍ତି ନାହିଁ କେହି ଜଣେ ହେଲେ ବିନଷ୍ଟ ହେଉ। ସମସ୍ତେ ନିଜ ନିଜ ପାପରୁ ଫେରନ୍ତି, ଏହି ତାଙ୍କର ଇଚ୍ଛା। Viz kapitolaପବିତ୍ର ବାଇବଲ9 ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ। Viz kapitola |