2 ଶାମୁୟେଲ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ। Viz kapitolaଓଡିଆ ବାଇବେଲ13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ। Viz kapitolaପବିତ୍ର ବାଇବଲ13 ତା'ପରେ ଯୋୟାବ ଏବଂ ତାଙ୍କର ସୈନ୍ୟମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅରାମୀୟମାନେ ଯୋୟାବଙ୍କ ସୈନ୍ୟମାନଙ୍କଠାରୁ ପରାସ୍ତ ହୋଇ ଛାଡ଼ି ପଳାଇଲେ। Viz kapitola |