Online Bible

- Reklamy -




2 ଶାମୁୟେଲ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁଣଫେରି ଆସିଲା।

Viz kapitola kopírovat

ଓଡିଆ ବାଇବେଲ

14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।

Viz kapitola kopírovat

ପବିତ୍ର ବାଇବଲ

14 ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନୀୟମାନେ ଅବୀଶୟଙ୍କ ସମ୍ମୁଖରୁ ନିଜର ନଗରକୁ ପଳାୟନ କଲେ। ତା'ପରେ ଯୋୟାବ ଅମ୍ମୋନୀୟଙ୍କୁ ଆକ୍ରମଣ କରି ସାରିବା ପରେ ଯିରୁଶାଲମକୁ ଫେରି ଆସିଲା।

Viz kapitola kopírovat




2 ଶାମୁୟେଲ 10:14

Následuj nás:

Reklamy


Reklamy