2 ଶାମୁୟେଲ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaଓଡିଆ ବାଇବେଲ9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaପବିତ୍ର ବାଇବଲ9 ଯୋୟାବ ନିଜ ଆଗେ ଶତ୍ରୁମାନଙ୍କୁ ଦେଖିଲେ, ତେଣୁ ସେ ଇସ୍ରାଏଲର କୁଶଳୀ ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସେମାନଙ୍କୁ ଅରାମୀୟମାନଙ୍କ ବିରୁଦ୍ଧରେ ପ୍ରସ୍ତୁତ କଲେ। Viz kapitola |