Online Bible

- Reklamy -




2 ଶାମୁୟେଲ 11:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ଦାଉଦ ସେହି ଦୂତକୁ କହିଲେ, ତୁମ୍ଭେ ଯୋୟାବକୁ ଏପରି କହିବ, ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ଼୍‍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର; ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।

Viz kapitola kopírovat

ଓଡିଆ ବାଇବେଲ

25 ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେନ୍ତ ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”

Viz kapitola kopírovat

ପବିତ୍ର ବାଇବଲ

25 ଦାଉଦ ଦୂତକୁ କହିଲେ, “ଯୋୟାବକୁ ଏହି ବାର୍ତ୍ତା ଦିଅ: ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକୁ ଆଖିବୁଜା ଭାବରେ ହତ୍ୟା କରି ପାରିବ। ରବ୍ବା ବିରୁଦ୍ଧରେ ଏକ ଜୋ‌ର୍‌ଦାର ଆକ୍ରମଣ କର ଏବଂ ତୁମ୍ଭେ ଜୟଲାଭ କରିବ।’ ଏହିସବୁ ବାକ୍ୟରେ ଯୋୟାବକୁ ଉତ୍ସାହିତ କର।”

Viz kapitola kopírovat




2 ଶାମୁୟେଲ 11:25

Následuj nás:

Reklamy


Reklamy