2 ଶାମୁୟେଲ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, ଆସ, ମୋʼ ଭଗିନୀ, ମୋʼ ସଙ୍ଗରେ ଶୁଅ। Viz kapitolaଓଡିଆ ବାଇବେଲ11 ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋ’ ଭଉଣୀ, ମୋ’ ସଙ୍ଗରେ ଶୁଅ।” Viz kapitolaପବିତ୍ର ବାଇବଲ11 ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ ସେ ତାମରକୁ ଧରି କହିଲା, “ଆସ ମୋର ଭଉଣୀ ମୋ’ ପାଖରେ ଶୟନ କର।” Viz kapitola |