2 ଶାମୁୟେଲ 13:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ। Viz kapitolaଓଡିଆ ବାଇବେଲ29 ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ। Viz kapitolaପବିତ୍ର ବାଇବଲ29 ଅବଶାଲୋମର ଲୋକମାନେ ଗଲେ ଓ ଅବଶାଲୋମର ଆଜ୍ଞାନୁସାରେ ଅମ୍ନୋନକୁ ହତ୍ୟା କଲେ। ତେଣୁ ରାଜପୁତ୍ରମାନେ ସମସ୍ତେ ଉଠି ପ୍ରତ୍ୟେକ ନିଜ ନିଜ ଖଚର ଉପରେ ଚଢ଼ି ପଳାଇଲେ। Viz kapitola |