2 ଶାମୁୟେଲ 13:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଙ୍ କ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ଵନାପ୍ରାପ୍ତ ହେଲେ। Viz kapitolaଓଡିଆ ବାଇବେଲ39 ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ39 ଦାଉଦ ତାଙ୍କର ମନ ଅବଶାଲୋମ ଆଡ଼େ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ନୋନର ମୃତ୍ୟୁ ଜାଣି ସାନ୍ତ୍ୱନା ପ୍ରାପ୍ତ ହେଲେ। Viz kapitola |