2 ଶାମୁୟେଲ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତାହାର ମସ୍ତକର କେଶ ଭାରୀ ହେବାରୁ ସେ ତାହା କଟାଏ, ଏରୂପେ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ। Viz kapitolaଓଡିଆ ବାଇବେଲ26 ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ। Viz kapitolaପବିତ୍ର ବାଇବଲ26 ତା’ ମୁଣ୍ଡରେ ବାଳ ଭାରୀ ହେବାରୁ ସେ ତାକୁ କାଟିଲା। ପ୍ରତି ବର୍ଷ ତା’ ମୁଣ୍ଡରୁ 200 ଶେକଲ ବାଳ ବାହାରେ। Viz kapitola |