2 ଶାମୁୟେଲ 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ? Viz kapitolaଓଡିଆ ବାଇବେଲ31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋ’ କ୍ଷେତ୍ରରେ ନିଆଁ ଲଗାଇଲେ ?” Viz kapitolaପବିତ୍ର ବାଇବଲ31 ଯୋୟାବ ଉଠି ଅବଶାଲୋମର ଗୃହକୁ ଆସିଲେ। ଯୋୟାବ ଅବଶାଲୋମକୁ କହିଲା, “କାହିଁକି ତୁମ୍ଭର ଦାସମାନେ ମୋ’ ବିଲରେ ନିଆଁ ଲଗାଇଲେ?” Viz kapitola |