2 ଶାମୁୟେଲ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତହିଁରେ ଚକ୍ରା; ଦୃଢ଼ ହେଲା; କାରଣ ଅବଶାଲୋମର ପକ୍ଷୀୟ ଲୋକ ଆହୁରି ଅନେକ ବୃଦ୍ଧି ପାଇଲେ । Viz kapitolaଓଡିଆ ବାଇବେଲ12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ। Viz kapitolaପବିତ୍ର ବାଇବଲ12 ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ। Viz kapitola |