2 ଶାମୁୟେଲ 15:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହିଁରେ ଦାଉଦ ତାହାକୁ କହିଲେ, ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ଵରୂପ ହେବ। Viz kapitolaଓଡିଆ ବାଇବେଲ33 ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋ’ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋ’ ପ୍ରତି ଭାର ସ୍ୱରୂପ ହେବ। Viz kapitolaପବିତ୍ର ବାଇବଲ33 ସେଥିରେ ଦାଉଦ ତାଙ୍କୁ କହିଲେ, “ତୁମ୍ଭେ ଯଦି ମୋ’ ସହିତ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋର ଭାର ସଦୃଶ ହେବ। Viz kapitola |