Online Bible

- Reklamy -




2 ଶାମୁୟେଲ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।

Viz kapitola kopírovat

ଓଡିଆ ବାଇବେଲ

6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।

Viz kapitola kopírovat

ପବିତ୍ର ବାଇବଲ

6 ଇସ୍ରାଏଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ୟବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇସ୍ରାଏଲ ଲୋକମାନଙ୍କର ହୃଦୟକୁ ଜୟ କଲେ।

Viz kapitola kopírovat




2 ଶାମୁୟେଲ 15:6

Následuj nás:

Reklamy


Reklamy