2 ଶାମୁୟେଲ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ ମନାସି କହିଅଛି, ଯେବେ ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି। Viz kapitolaଓଡିଆ ବାଇବେଲ8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” Viz kapitolaପବିତ୍ର ବାଇବଲ8 ଅବଶାଲୋମ କହିଲେ, ମୁଁ ଅରାମର ଗଶୂରରେ ଥିବା ସମୟରେ ଏକ ଶପଥ କରିଥିଲି ଯେ, ‘ଯଦି ରାଜା ମୋତେ ଯିରୁଶାଲମକୁ ଫେରି ଆସିବାକୁ କହନ୍ତି ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” Viz kapitola |