Online Bible

- Reklamy -




2 ଶାମୁୟେଲ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

11 ଦାଉଦ ଅବିଶୟକୁ ଓ ନିଜର ଦାସମାନଙ୍କୁ କହିଲେ, “ଦେଖ, ମୋର ନିଜ ପୁତ୍ର ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ୟାମୀନ ଗୋଷ୍ଠୀବର୍ଗର ଏହି ଲୋକ ମୋତେ ମାରିବାକୁ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକୁ ଏକା ଛାଡ଼ିଦିଅ। ତାକୁ ଅଭିଶାପ ଦେବାକୁ ଦିଅ। କାରଣ ସଦାପ୍ରଭୁ ତାକୁ ଅନୁମତି ଦେଇ ଅଛନ୍ତି।

Viz kapitola kopírovat




2 ଶାମୁୟେଲ 16:11

Následuj nás:

Reklamy


Reklamy