Online Bible

- Reklamy -




2 ଶାମୁୟେଲ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଅବଶାଲୋମ ହୂଶୟକୁ କହିଲା, ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

17 ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା ? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ ?”

Viz kapitola kopírovat

ପବିତ୍ର ବାଇବଲ

17 ଅବଶାଲୋମ ହୂଶୟକୁ କହିଲେ, “ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ୱସ୍ତ ନୁହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?”

Viz kapitola kopírovat




2 ଶାମୁୟେଲ 16:17

Následuj nás:

Reklamy


Reklamy