2 ଶାମୁୟେଲ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ। Viz kapitolaଓଡିଆ ବାଇବେଲ1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି। Viz kapitolaପବିତ୍ର ବାଇବଲ1 ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ। Viz kapitola |