2 ଶାମୁୟେଲ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ। Viz kapitolaଓଡିଆ ବାଇବେଲ7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।” Viz kapitolaପବିତ୍ର ବାଇବଲ7 ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।” Viz kapitola |