2 ଶାମୁୟେଲ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେ କହିଲା, ଯାହାହେଉ, ମୁଁ ଦୌଡ଼ୁଅଛି। ତହିଁରେ ଯୋୟାବ ତାହାକୁ କହିଲା, ଦୌଡ଼। ତହୁଁ ଅହୀମାସ୍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା। Viz kapitolaଓଡିଆ ବାଇବେଲ23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା। Viz kapitolaପବିତ୍ର ବାଇବଲ23 ଅହୀମାସ ଉତ୍ତର ଦେଲା, “ଯାହା ହେଉନା କାହିଁକି ମୁଁ ଯିବି।” ତହିଁରେ ଯୋୟାବ ତାକୁ କହିଲେ, “ଠିକ୍ ଅଛି, ତୁମ୍ଭେ ଦାଉଦଙ୍କ ନିକଟକୁ ଦୌଡ଼।” ଏହା ପରେ ଅହୀମାସ ଯର୍ଦ୍ଦନ ଉପତ୍ୟକା ଦେଇ କୂଶୀୟକୁ ଅତିକ୍ରମ କରିଗଲା। Viz kapitola |