2 ଶାମୁୟେଲ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ତହିଁରେ ରାଜା ସେହି କୂଶୀୟକୁ ପଚାରିଲେ, ସେ ଯୁବାଲୋକ ଅବଶାଲୋମର ମଙ୍ଗଳ ତ? ତହିଁରେ କୂଶୀୟ ଉତ୍ତର କଲା, ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେସମସ୍ତେ ସେହି ଯୁବାଲୋକ ପରି ହେଉନ୍ତୁ। Viz kapitolaଓଡିଆ ବାଇବେଲ32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।” Viz kapitolaପବିତ୍ର ବାଇବଲ32 ରାଜା କୂଶୀୟକୁ ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?” କୂଶୀୟ ଉତ୍ତର ଦେଲା, “ମୋର ପ୍ରଭୁ ମହାରାଜାଙ୍କର ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁ ଲୋକମାନେ ଆଗେଇ ଆସିଥିଲେ, ସମସ୍ତେ ସେହି ଯୁବକ ଅବଶାଲୋମ ପରି ହୁଅନ୍ତୁ।” Viz kapitola |