2 ଶାମୁୟେଲ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ତ ହେବ ନାହିଁ? Viz kapitolaଓଡିଆ ବାଇବେଲ21 ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ ?” Viz kapitolaପବିତ୍ର ବାଇବଲ21 କିନ୍ତୁ ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମିୟିକୁ ଆମେ ନିଶ୍ଚିତ ମାରିଦେବୁ କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତକୁ ଶାପ ଦେଇ ଅଛି।” Viz kapitola |