Online Bible

- Reklamy -




2 ଶାମୁୟେଲ 19:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍‍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, ମଫୀବୋଶତ୍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍‍, ତୁମ୍ଭେ କାହିଁକି ମୋ’ ସଙ୍ଗରେ ଗଲ ନାହିଁ ?”

Viz kapitola kopírovat

ପବିତ୍ର ବାଇବଲ

25 ଯେତେବେଳେ ମଫୀବୋଶତ୍ ରାଜାଙ୍କୁ ଯିରୁଶାଲମରେ ଦେଖା କଲା, “ରାଜା ପଗ୍ଭରିଲେ ତୁମ୍ଭେ କାହିଁକି ମୋ’ ସହିତ ଗଲ ନାହିଁ?”

Viz kapitola kopírovat




2 ଶାମୁୟେଲ 19:25

Následuj nás:

Reklamy


Reklamy