2 ଶାମୁୟେଲ 19:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ସେ ଉତ୍ତର କଲା, ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା, ମାତ୍ର ମୋହର ଦାସ ମୋତେ ବଞ୍ଚନା କଲା। Viz kapitolaଓଡିଆ ବାଇବେଲ26 ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୁ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା, ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା। Viz kapitolaପବିତ୍ର ବାଇବଲ26 ମଫୀବୋଶତ୍ ଉତ୍ତର ଦେଲା, “ହେ ମୋର ପ୍ରଭୁ ମହାରାଜ, ମୋର ଦାସ ମୋତେ ପ୍ରବଞ୍ଚନା କଲା। ମୁଁ ତ ଛୋଟା ତେଣୁ ମୁଁ ମୋ’ ଦାସ ସୀବଃକୁ କହିଲି, ‘ଏକ ଗଧ ସଜାଇବା ପାଇଁ, ଯେଉଁଥିରେ ମୁଁ ଯାଇ ମୋର ରାଜାଙ୍କୁ ଦେଖା କରିବି।’ Viz kapitola |