2 ଶାମୁୟେଲ 19:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ। Viz kapitolaଓଡିଆ ବାଇବେଲ30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।” Viz kapitolaପବିତ୍ର ବାଇବଲ30 ମଫୀବୋଶତ୍ ରାଜାଙ୍କୁ କହିଲେ, “ହେଉ, ମୋର ପ୍ରଭୁ ମହାରାଜା, ଆପଣ ନିରାପଦରେ ଗୃହକୁ ଫେରି ଆସିଛନ୍ତି, ତାହା ହିଁ ଯଥେଷ୍ଟ। ତେଣୁ ସୀବଃ ସବୁକିଛି ନେଇଯାଉ।” Viz kapitola |