Online Bible

- Reklamy -




2 ଶାମୁୟେଲ 19:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।

Viz kapitola kopírovat

ଓଡିଆ ବାଇବେଲ

31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ

31 ଗିଲିୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା। ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ସୁରକ୍ଷା ଦେବା ପାଇଁ ତାଙ୍କ ସଙ୍ଗେ ପାର ହୋଇଗଲା।

Viz kapitola kopírovat




2 ଶାମୁୟେଲ 19:31

Následuj nás:

Reklamy


Reklamy