2 ଶାମୁୟେଲ 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ବଡ଼ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା। Viz kapitolaଓଡିଆ ବାଇବେଲ32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା। Viz kapitolaପବିତ୍ର ବାଇବଲ32 ବର୍ସିଲ୍ଲୟ ଜଣେ ଅତି ବୃଦ୍ଧ ଲୋକ ଥିଲା। ତାଙ୍କୁ ଅଶୀ ବର୍ଷ ବୟସ ହୋଇଥିଲା। ସେ ଅତି ବଡ଼ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାହାଙ୍କୁ ଖାଦ୍ୟ ସାମଗ୍ରୀ ସମସ୍ତ ଯୋଗାଉ ଥିଲା। Viz kapitola |