Online Bible

- Reklamy -




2 ଶାମୁୟେଲ 19:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ରାଜା ବର୍ସିଲ୍ଲୟକୁ କହିଲେ, ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।

Viz kapitola kopírovat

ଓଡିଆ ବାଇବେଲ

33 ପୁଣି ରାଜା ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”

Viz kapitola kopírovat

ପବିତ୍ର ବାଇବଲ

33 ଦାଉଦ ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସହିତ ନଦୀ ପାର ହୋଇ ଆସ। ମୁଁ ତୁମ୍ଭକୁ ଯିରୁଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”

Viz kapitola kopírovat




2 ଶାମୁୟେଲ 19:33

Následuj nás:

Reklamy


Reklamy