2 ଶାମୁୟେଲ 19:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟକୁ ଚୁମ୍ଵନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା। Viz kapitolaଓଡିଆ ବାଇବେଲ39 ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା। Viz kapitolaପବିତ୍ର ବାଇବଲ39 ରାଜା ବର୍ସିଲ୍ଲୟକୁ ଚୁମ୍ବନ ଦେଇ ବିଦାୟ ଦେଲେ ଓ ଆଶୀର୍ବାଦ କଲେ। ବର୍ସିଲ୍ଲୟ ଗୃହକୁ ଫେରିଗଲା ଓ ରାଜା ଓ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ। Viz kapitola |