2 ଶାମୁୟେଲ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ଅବ୍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିରେ ଅବ୍ନର ତାହାକୁ କହିଲା, ତୁମ୍ଭେ ଆପଣା ଦକ୍ଷିଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ। ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ। Viz kapitolaଓଡିଆ ବାଇବେଲ21 ଏଥିରେ ଅବ୍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ। Viz kapitolaପବିତ୍ର ବାଇବଲ21 ଅସାହେଲ୍କୁ ହତ୍ୟା କରିବା ପାଇଁ ଅବ୍ନର ଗ୍ଭହୁଁ ନ ଥିଲେ। ତେଣୁ ଅବ୍ନର ଅସାହେଲ୍କୁ କହିଲେ, “ମୋ’ ପଛରେ ଦୌଡ଼ିବା ବନ୍ଦ କର। ତୁମ୍ଭେ ଅନ୍ୟ ଜଣକ ପଛରେ ଦୌଡ଼, ତା'ଠାରୁ ତୁମ୍ଭେ ସହଜରେ ସାଂଜୁ ଛଡ଼ାଇ ତୁମ୍ଭ ପାଇଁ ଆଣି ପାରିବ।” କିନ୍ତୁ ଅସାହେଲ୍ ମନା କଲେ ଓ ଅବ୍ନର ପଛରେ ଗୋଡ଼ାଇଲେ। Viz kapitola |