2 ଶାମୁୟେଲ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପାଧମ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଚାଲ। Viz kapitolaଓଡିଆ ବାଇବେଲ1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।” Viz kapitolaପବିତ୍ର ବାଇବଲ1 ସେ ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପଧମ ଲୋକ ସେଠାରେ ଥିଲା, ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଙ୍କଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ। ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ। ହେ ଇସ୍ରାଏଲ, ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ଗ୍ଭଲ।” Viz kapitola |