2 ଶାମୁୟେଲ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥି ମଧ୍ୟରେ ଯୋୟାବର ଜଣେ ଯୁବା ଲୋକ ତାହା ନିକଟରେ ଠିଆ ହୋଇ କହିଲା, ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ। Viz kapitolaଓଡିଆ ବାଇବେଲ11 ଏଥି ମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।” Viz kapitolaପବିତ୍ର ବାଇବଲ11 ଯୋୟାବର ଜଣେ ଯୁବା ଲୋକ ଅମାସାଙ୍କ ଶରୀର ନିକଟରେ ଠିଆ ହୋଇ କହିଲା, “ଯେଉଁମାନେ ଯୋୟାବକୁ ଭଲପାଆନ୍ତି ଓ ଯେଉଁମାନେ ଦାଉଦଙ୍କ ପକ୍ଷ, ସେମାନେ ଯୋୟାବର ପଛେ ପଛେ ଯାଆନ୍ତୁ।” Viz kapitola |