2 ଶାମୁୟେଲ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, ଶୁଣ, ଶୁଣ, ମୁଁ ବିନୟ କରୁଅଛି, ଯୋୟାବକୁ ଏସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ, ମୁଁ ତାହା ସଙ୍ଗରେ କଥାବାର୍ତ୍ତା କରିବି। Viz kapitolaଓଡିଆ ବାଇବେଲ16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।” Viz kapitolaପବିତ୍ର ବାଇବଲ16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତି ସ୍ତ୍ରୀ ଡାକି କହିଲା, “ଶୁଣ ଶୁଣ, ମୁଁ ବିନୟ କରୁଅଛି ଯୋୟାବକୁ ଏ ସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ। ମୁଁ ତା’ ସହିତ କଥାବାର୍ତ୍ତା କରିବାକୁ ଗ୍ଭହୁଁଛି।” Viz kapitola |