2 ଶାମୁୟେଲ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଉତ୍ତାରେ ଦାଉଦ ଯିରୂଶାଲମକୁ ଆପଣା ଗୃହକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପନିୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ପଡ଼ି ଯୋଗାଇଲେ, ମାତ୍ର ସେମାନଙ୍କର ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ-ଦଶାରେ ରହିଲେ। Viz kapitolaଓଡିଆ ବାଇବେଲ3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ। Viz kapitolaପବିତ୍ର ବାଇବଲ3 ଦାଉଦ ଯିରୁଶାଲମସ୍ଥ ଆପଣା ଗୃହକୁ ଆସିଲେ। ପୁଣି ରାଜା ଆପଣାର ଦଶ ଉପପତ୍ନୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ। ବର୍ତ୍ତମାନ ସେ ଅନ୍ୟ ଏକ ଗୃହରେ ପ୍ରହରୀମାନଙ୍କ ଦ୍ୱାରା ଜଗାଇଲେ। ସେ ସେମାନଙ୍କୁ ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ ଦଶାରେ ରହିଲେ। Viz kapitola |