2 ଶାମୁୟେଲ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇବାକୁ ଯିରୂଶାଲମରୁ ବାହାରିଲେ। Viz kapitolaଓଡିଆ ବାଇବେଲ7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ7 ତେଣୁ ଯୋୟାବ ଯିରୁଶାଲମ ଛାଡ଼ି ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲା। ଯୋୟାବ ସହିତ, କରେଥୀୟ, ପଲେଥୀୟ ଓ ସମସ୍ତ ବୀରମାନେ ବାହାରିଲେ। Viz kapitola |